
ଭୁବନେଶ୍ୱର, 28 ଅଗଷ୍ଟ (ହି.ସ.)- ଶ୍ରୀ
ବଳଭଦ୍ରଙ୍କ ଜନ୍ମୋତ୍ସବର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ।
ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି କରି ମନ୍ତ୍ରୀ କହିଛନ୍ତି ଯେ, ବଡ଼ ଠାକୁର
ପ୍ରଭୁ ଶ୍ରୀ ବଳଭଦ୍ରଙ୍କ ଜନ୍ମୋତ୍ସବ ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭକାମନା।
ବଡ଼ ଠାକୁରଙ୍କ କୃପାରୁ ଆପଣଙ୍କ ଜୀବନ ସୁଖ,
ଶାନ୍ତି, ସମୃଦ୍ଧି ଓ ଆନନ୍ଦରେ ଭରିଯାଉ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା