ଅଗଷ୍ଟ ୩୧ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ଭୁବନେଶ୍ୱର,୨୯ ଅଗଷ୍ଟ (ହି.ସ.)- ଆସନ୍ତା ସୋମବାର ଅଗଷ୍ଟ ୩୧ତାରିଖରେ ମୁଖ୍ୟମନ୍ତ୍ରୀଙ୍କ “ଜନ ଅଭିଯୋଗ ଶୁଣାଣି” କାର୍ଯ୍ୟକ୍ରମ ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ତା.୩୧.୦୮.୨୦୨୬ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
cm odisha


ଭୁବନେଶ୍ୱର,୨୯ ଅଗଷ୍ଟ (ହି.ସ.)- ଆସନ୍ତା ସୋମବାର ଅଗଷ୍ଟ ୩୧ତାରିଖରେ ମୁଖ୍ୟମନ୍ତ୍ରୀଙ୍କ “ଜନ ଅଭିଯୋଗ ଶୁଣାଣି” କାର୍ଯ୍ୟକ୍ରମ ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ତା.୩୧.୦୮.୨୦୨୬ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ। ଏସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande