ଜାତୀୟ କ୍ରୀଡ଼ା ଦିବସର ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 29 ଅଗଷ୍ଟ (ହି.ସ.)- ଜାତୀୟ କ୍ରୀଡ଼ା ଦିବସର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଜାତୀୟ କ୍ରୀଡ଼ା ଦିବସର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମନ୍ତ୍ରୀ କହିଛନ୍ତି ଯେ, ହକିର
ଜାତୀୟ କ୍ରୀଡ଼ା ଦିବସର ଶୁଭେଚ୍ଛା     ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ


ଭୁବନେଶ୍ୱର, 29 ଅଗଷ୍ଟ (ହି.ସ.)- ଜାତୀୟ କ୍ରୀଡ଼ା

ଦିବସର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ

ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଜାତୀୟ କ୍ରୀଡ଼ା ଦିବସର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ।

ମନ୍ତ୍ରୀ କହିଛନ୍ତି ଯେ, ହକିର

ମହାନ୍ ଯାଦୁଗର ମେଜର ଧ୍ୟାନଚାନ୍ଦଙ୍କ ଜୟନ୍ତୀ ଅବସରରେ ତାଙ୍କର ଅମର ସ୍ମୃତି ପ୍ରତି କୋଟି କୋଟି

ପ୍ରଣାମ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande