ସପ୍ତପୁରୀ ଅମାବାସ୍ୟାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 11 ସେପ୍ଟେମ୍ବର (ହି.ସ.)- ସପ୍ତପୁରୀ ଅମାବାସ୍ୟାର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସପ୍ତପୁରୀ ଅମାବାସ୍ୟା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେ
ସପ୍ତପୁରୀ ଅମାବାସ୍ୟାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 11 ସେପ୍ଟେମ୍ବର (ହି.ସ.)- ସପ୍ତପୁରୀ ଅମାବାସ୍ୟାର ଶୁଭେଚ୍ଛା ଜଣାଇଛନ୍ତି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି କରି

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସପ୍ତପୁରୀ ଅମାବାସ୍ୟା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ

ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କୃପାରେ ସମସ୍ତଙ୍କ ଜୀବନ ସୁଖ, ଶାନ୍ତି ଓ

ସମୃଦ୍ଧିରେ ଭରିଯାଉ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande