ଅକ୍ଟୋବରରେ ଓଡ଼ିଶା ଆସିପାରନ୍ତି ରାହୁଲ ଗାନ୍ଧି
ଭୁବନେଶ୍ୱର, 15 ସେପ୍ଟେମ୍ବର (ହି.ସ.)- ଅକ୍ଟୋବରରେ ଓଡ଼ିଶା ଆସିପାରନ୍ତି ରାହୁଲ ଗାନ୍ଧି । ଛାତ୍ରୋଁ କି ଗୁଞ୍ଜ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଓଡ଼ିଶା ଆସିବେ । ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ । ରାହୁଲଙ୍କ ସହ କଂଗ୍ରେସର ଅନ୍ୟ ନେତା ମଧ୍ୟ
ଅକ୍ଟୋବରରେ ଓଡ଼ିଶା     ଆସିପାରନ୍ତି ରାହୁଲ ଗାନ୍ଧି


ଭୁବନେଶ୍ୱର, 15 ସେପ୍ଟେମ୍ବର (ହି.ସ.)- ଅକ୍ଟୋବରରେ

ଓଡ଼ିଶା ଆସିପାରନ୍ତି ରାହୁଲ ଗାନ୍ଧି । ଛାତ୍ରୋଁ କି ଗୁଞ୍ଜ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ

ଓଡ଼ିଶା ଆସିବେ । ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ । ରାହୁଲଙ୍କ ସହ

କଂଗ୍ରେସର ଅନ୍ୟ ନେତା ମଧ୍ୟ କାର୍ଯ୍ୟକ୍ରମରେ ସାମିଲ ହେବେ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande