
ଭୁବନେଶ୍ୱର, 16 ସେପ୍ଟେମ୍ବର (ହି.ସ.)- ମହାନ୍ ସ୍ଵାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂଙ୍କ
ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ ।
ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁକେଶ ମହାଲିଙ୍ଗ କହିଛନ୍ତି ଯେ, ବରଗଡ଼ ଜିଲ୍ଲା ଘେଁସ ଠାରେ
ଘେଁସର ଜମିଦାର ତଥା ମହାନ୍ ସ୍ଵାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂଙ୍କ ପ୍ରତିମୂର୍ତ୍ତିରେ
ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା