ଉତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହଧାମୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ କେଭି ସିଂହଦେଓ
ଭୁବନେଶ୍ୱର, 16 ସେପ୍ଟେମ୍ବର (ହି.ସ.)- ଉତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହଧାମୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ସୋସିଆଲ ହ୍ୟାଣ୍ଡେଲରେ ଏକ ଶୁଭେଚ୍ଛା ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ଶ୍ରୀ
ଉତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହଧାମୀଙ୍କୁ ଜନ୍ମଦିନର     ଶୁଭେଚ୍ଛା ଜଣାଇଲେ କେଭି ସିଂହଦେଓ


ଭୁବନେଶ୍ୱର, 16 ସେପ୍ଟେମ୍ବର (ହି.ସ.)- ଉତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହଧାମୀଙ୍କୁ

ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ସୋସିଆଲ ହ୍ୟାଣ୍ଡେଲରେ

ଏକ ଶୁଭେଚ୍ଛା ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ଶ୍ରୀ ପୁଷ୍କର ସିଂହ

ଧାମୀଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା। ମହାପ୍ରଭୁ ଶ୍ରୀଜଗନ୍ନାଥ ଆପଣଙ୍କୁ ସୁସ୍ଥ ଜୀବନ, ଶକ୍ତି ଓ ଦୀର୍ଘାୟୁ

ପ୍ରଦାନ କରନ୍ତୁ। ଉତ୍ତରାଖଣ୍ଡର ପ୍ରଗତି ଓ ସମୃଦ୍ଧିରେ ଆପଣଙ୍କ ଦୂରଦୃଷ୍ଟି ଓ ନିଷ୍ଠାପର ଅବଦାନ

ନିରନ୍ତର ଜାରି ରହୁ। ଆପଣଙ୍କ ଆଗାମୀ ବର୍ଷଟି ସୁଖମୟ, ସଫଳ ଓ ପୂର୍ଣ୍ଣତାରେ ଭରିଯାଉ—ଏହା ମୋର ହାର୍ଦ୍ଦିକ ଶୁଭକାମନା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande