
ଭୁବନେଶ୍ୱର, 17 ସେପ୍ଟେମ୍ବର (ହି.ସ.)- ବିଧାୟକ ଆକାଶ
ଦାସ ନାୟକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ସୋସିଆଲ ମିଡିଆ
ଏକ୍ସରେ ଏକ ବାର୍ତ୍ତା ଜାରି କରି କହିଛନ୍ତି ଯେ, କୋରେଇର ବିଧାୟକ ଶ୍ରୀଯୁକ୍ତ ଆକାଶ ଦାସ
ନାୟକଙ୍କୁ ଜନ୍ମଦିନର ଅନେକ ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ
ଆପଣଙ୍କର ଉତ୍ତମ ସ୍ୱାସ୍ଥ୍ୟ, ଦୀର୍ଘ
ଜୀବନ ଓ ନିରନ୍ତର ସଫଳତା କାମନା କରୁଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା