
ଭୁବନେଶ୍ୱର, 17 ସେପ୍ଟେମ୍ବର (ହି.ସ.)- ପିଏମ
ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ
ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଜନ୍ମଦିନ
ଅବସରରେ ହାର୍ଦ୍ଦିକ ଶୁଭେଚ୍ଛା। ତାଙ୍କର ସୁସ୍ଥ ଓ ଦୀର୍ଘ ଜୀବନ କାମନା କରୁଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା