
ଭୁବନେଶ୍ୱର, 17 ସେପ୍ଟେମ୍ବର (ହି.ସ.)- ପବିତ୍ର
ବିଶ୍ୱକର୍ମା ପୂଜାର ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ
ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ପବିତ୍ର ବିଶ୍ୱକର୍ମା ପୂଜା ଅବସରରେ ହାର୍ଦ୍ଦିକ
ଶୁଭେଚ୍ଛା। ପ୍ରଭୁ ବିଶ୍ଵକର୍ମାଙ୍କ ଆଶୀର୍ବାଦ ସମସ୍ତଙ୍କ ଜୀବନରେ ନୂଆ ସମ୍ଭାବନା ଓ ସମୃଦ୍ଧି
ଆଣିଦେଉ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା