
ଭୁବନେଶ୍ୱର,୧୮ ସେପ୍ଟେମ୍ବର (ହି.ସ) - ରାଜ୍ୟସଭା ନିର୍ବାଚନରେ କ୍ରସ୍ ଭୋଟିଂ ମାମଲାରେ ଆସନ୍ତା ୨୯ ତାରିଖକୁ ଶୁଣାଣି ଘୁଂଚାଇଛନ୍ତି ଓଡ଼ିଶା ହାଇକୋର୍ଟ। ଏହାସହ ୨୮ ତାରିଖ ସୁଦ୍ଧା ଜବାବ ଦାଖଲ ପାଇଁ ପ୍ରତିପକ୍ଷଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ ଯେ କ୍ରସ୍ ଭୋଟିଂ କରିଥିବା ୮ ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ଆବେଦନ କରିଛି ବିଜେଡି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା