ପରିବହନ ବିଭାଗର ଅତିରିକ୍ତ ସଚିବ ଗିରଫ
ଭୁବନେଶ୍ୱର,୧୮ ସେପ୍ଟେମ୍ବର (ହି.ସ)-ରାତି ଅଧରେ ମହିଳାଙ୍କ ଘରେ ପଶି ଅସଦାଚରଣ କରିବା ଅଭିଯୋଗରେ ପରିବହନ ବିଭାଗର ଅତିରିକ୍ତ ସଚିବ ଗିରଫ ହୋଇଛନ୍ତି। ଅତିରିକ୍ତ ସଚିବ ଅରୁଣ ବିଶ୍ୱାଳଙ୍କୁ ଖାରବେଳନଗର ପୋଲିସ ଗିରଫ କରିଛି। ସହକର୍ମୀ ମହିଳାଙ୍କ ଅଭିଯୋଗ ଆଧାରରେ ତାଙ୍କୁ ଖାରବେଳ ନଗର ପୋଲିସ ଅଟକ ରଖିବା
ପରିବହନ ବିଭାଗର ଅତିରିକ୍ତ ସଚିବ ଗିରଫ


ଭୁବନେଶ୍ୱର,୧୮ ସେପ୍ଟେମ୍ବର (ହି.ସ)-ରାତି ଅଧରେ ମହିଳାଙ୍କ ଘରେ ପଶି ଅସଦାଚରଣ କରିବା ଅଭିଯୋଗରେ ପରିବହନ ବିଭାଗର ଅତିରିକ୍ତ ସଚିବ ଗିରଫ ହୋଇଛନ୍ତି। ଅତିରିକ୍ତ ସଚିବ ଅରୁଣ ବିଶ୍ୱାଳଙ୍କୁ ଖାରବେଳନଗର ପୋଲିସ ଗିରଫ କରିଛି। ସହକର୍ମୀ ମହିଳାଙ୍କ ଅଭିଯୋଗ ଆଧାରରେ ତାଙ୍କୁ ଖାରବେଳ ନଗର ପୋଲିସ ଅଟକ ରଖିବା ପରେ ଗିରଫ କରିଛି।

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande