'ଉତ୍କଳ ରତ୍ନ' ବିଶ୍ଵନାଥ ମିଶ୍ରଙ୍କ ଶ୍ରାଦ୍ଧ ବାର୍ଷିକୀରେ ତାଙ୍କ ସ୍ମରଣ କଲେ କେଭି ସିଂହଦେଓ
ଭୁବନେଶ୍ୱର, 19 ସେପ୍ଟେମ୍ବର (ହି.ସ.)-''ଉତ୍କଳ ରତ୍ନ'' ବିଶ୍ଵନାଥ ମିଶ୍ରଙ୍କ ଶ୍ରାଦ୍ଧ ବାର୍ଷିକୀରେ ତାଙ୍କ ସ୍ମୃତିଚାରଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେଭି ସିଂହଦେଓ କହିଛନ୍ତି ଯେ, ଓଡ଼ିଶାର ସ
ବିଶ୍ୱନାଥ ମିଶ୍ର


ଭୁବନେଶ୍ୱର, 19 ସେପ୍ଟେମ୍ବର (ହି.ସ.)-'ଉତ୍କଳ

ରତ୍ନ' ବିଶ୍ଵନାଥ

ମିଶ୍ରଙ୍କ ଶ୍ରାଦ୍ଧ ବାର୍ଷିକୀରେ ତାଙ୍କ ସ୍ମୃତିଚାରଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କନକ

ବର୍ଦ୍ଧନ ସିଂହଦେଓ ।

ଏନେଇ ସୋସିଆଲ ମିଡିଆ

ଏକ୍ସରେ କେଭି ସିଂହଦେଓ କହିଛନ୍ତି ଯେ, ଓଡ଼ିଶାର ସୁଯୋଗ୍ୟ ସନ୍ତାନ 'ଉତ୍କଳ

ରତ୍ନ' ବିଶ୍ଵନାଥ

ମିଶ୍ରଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ ତାଙ୍କ ଅମର ଆତ୍ମା ନିକଟରେ ମୋର ଭକ୍ତିପୂତ

ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande