ବିନୋଦ ଚନ୍ଦ୍ର ନାୟକଙ୍କ ଜୟନ୍ତୀରେ ତାଙ୍କ ସ୍ମରଣ କଲେ କେଭି ସିଂହଦେଓ
ଭୁବନେଶ୍ୱର, 02 ସେପ୍ଟେମ୍ବର (ହି.ସ.)- ବିନୋଦ ଚନ୍ଦ୍ର ନାୟକଙ୍କ ଜୟନ୍ତୀରେ ତାଙ୍କ ସ୍ମୃତିଚାରଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଆ କାବ୍ୟ ସାହିତ୍ୟର ଅନନ୍ୟ ସ୍ରଷ୍ଟା ବିନୋଦ ଚନ୍ଦ୍ର
ବିନୋଦ ଚନ୍ଦ୍ର     ନାୟକଙ୍କ ଜୟନ୍ତୀରେ ତାଙ୍କ ସ୍ମରଣ କଲେ କେଭି ସିଂହଦେଓ


ଭୁବନେଶ୍ୱର, 02 ସେପ୍ଟେମ୍ବର (ହି.ସ.)- ବିନୋଦ

ଚନ୍ଦ୍ର ନାୟକଙ୍କ ଜୟନ୍ତୀରେ ତାଙ୍କ ସ୍ମୃତିଚାରଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ।

ଏନେଇ ସୋସିଆଲ ମିଡିଆ ଏକ୍ସରେ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଆ କାବ୍ୟ ସାହିତ୍ୟର

ଅନନ୍ୟ ସ୍ରଷ୍ଟା ବିନୋଦ ଚନ୍ଦ୍ର ନାୟକଙ୍କ ଜୟନ୍ତୀ ଅବସରରେ ତାଙ୍କ ଅମର ଆତ୍ମା ନିକଟରେ ମୋର

ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande