ବରିଷ୍ଠ ସାମ୍ବାଦିକ ପାୟଲ ମେହେତାଙ୍କ ବିୟୋଗରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ
ଭୁବନେଶ୍ୱର, 20 ସେପ୍ଟେମ୍ବର (ହି.ସ.)- ବରିଷ୍ଠ ସାମ୍ବାଦିକ ପାୟଲ ମେହେତାଙ୍କ ବିୟୋଗରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି । ସୋସିଆଲ ମିଡିଆ ଏକ୍ସରେ ଏକ ଶୋକ ବାର୍ତ୍ତା ଜାରି କରି ଧର୍ମେନ୍ଦ୍ର ପ୍ରଧ
ବରିଷ୍ଠ ସାମ୍ବାଦିକ ପାୟଲ     ମେହେତାଙ୍କ ବିୟୋଗରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ


ଭୁବନେଶ୍ୱର, 20 ସେପ୍ଟେମ୍ବର (ହି.ସ.)- ବରିଷ୍ଠ

ସାମ୍ବାଦିକ ପାୟଲ ମେହେତାଙ୍କ ବିୟୋଗରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସାଂସଦ

ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି ।

ସୋସିଆଲ ମିଡିଆ ଏକ୍ସରେ ଏକ

ଶୋକ ବାର୍ତ୍ତା ଜାରି କରି ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ବରିଷ୍ଠ ସାମ୍ବାଦିକ ପାୟଲ

ମେହତାଙ୍କ ଅକାଳ ବିୟୋଗ ଖବର ଶୁଣି ମୁଁ ଅତ୍ୟନ୍ତ ମର୍ମାହତ ଓ ଦୁଃଖିତ। ଏହି କଠିନ ସମୟରେ ମୋର

ଚିନ୍ତା ଓ ପ୍ରାର୍ଥନା ତାଙ୍କ ପରିବାର, ବନ୍ଧୁବର୍ଗ ଓ ପ୍ରିୟଜନମାନଙ୍କ ସହ ରହିଛି। ତାଙ୍କ ଆତ୍ମାର ସଦ୍ଗତି ହେଉ। ଓଁ ଶାନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande