ସୁନୀଲ ବଂଶଲଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ କେଭି ସିଂହଦେଓ
ଭୁବନେଶ୍ୱର, 20 ସେପ୍ଟେମ୍ବର (ହି.ସ.)- ସୁନୀଲ ବଂଶଲଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେଭି ସିଂହଦେଓ କହିଛନ୍ତି ଯେ, ବିଜେପି ରାଷ୍ଟ୍ରୀୟ ମହାମନ୍ତ୍ରୀ ତଥା ଓଡ଼ିଶା, ପଶ୍ଚିମବଙ୍ଗ ଓ ତେଲେଙ୍ଗାନାର ପ୍ରଦେଶ
ସୁନୀଲ


ଭୁବନେଶ୍ୱର, 20 ସେପ୍ଟେମ୍ବର (ହି.ସ.)- ସୁନୀଲ ବଂଶଲଙ୍କୁ

ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ

ଏକ୍ସରେ କେଭି ସିଂହଦେଓ କହିଛନ୍ତି ଯେ, ବିଜେପି ରାଷ୍ଟ୍ରୀୟ ମହାମନ୍ତ୍ରୀ ତଥା ଓଡ଼ିଶା, ପଶ୍ଚିମବଙ୍ଗ ଓ ତେଲେଙ୍ଗାନାର ପ୍ରଦେଶ ପ୍ରଭାରୀ ଏବଂ ଯୁବମୋର୍ଚ୍ଚା ର

ରାଷ୍ଟ୍ରୀୟ ପ୍ରଭାରୀ ଶ୍ରୀଯୁକ୍ତ ସୁନୀଲ ବଂଶଲ୍ ଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ

ଶୁଭକାମନା। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଆପଣଙ୍କର ସୁସ୍ଥ ଓ ଦୀର୍ଘ ଜୀବନ କାମନା

କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande