
ବଲାଙ୍ଗିର, ୨୨ ସେପ୍ଟେମ୍ବର (ହି.ସ.)- ବଲାଙ୍ଗିର ଜିଲ୍ଳାରେ ପାଣି ପାଗ ପୂର୍ବ ସୂଚନା ଓ ସ୍ଵତନ୍ତ୍ର ରିଲିଫ କମିଶନରଙ୍କ ଅନୁସାରେ ବଲାଙ୍ଗିର ଜିଲ୍ଲାକୁ ଅରେଞ୍ଜ ଚେତାବନୀ ଦିଆଯାଇଛି। ଏହି ଦୃଷ୍ଟିରୁ ଛାତ୍ର ଛାତ୍ରୀଙ୍କ ସୁରକ୍ଷା ପାଇଁ ଜିଲ୍ଲାର ସମସ୍ତ ସରକାରୀ, ଘରୋଇ ଶିକ୍ଷାନୁଷ୍ଠାନ ଗୁଡିକ, ଜିଲ୍ଲାର ସ୍କୁଲ ଅଙ୍ଗନବାଡି ୨୩ ଓ ୨୪ ତାରିଖ ବନ୍ଦ ରହିବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।
ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ