ଭୀଷଣ ବର୍ଷା ସମ୍ଭାବନା : ୯ ତାରିଖ ସକାଳ ଠାରୁ ୧୨ ତାରିଖ ସକାଳ ପର୍ଯ୍ୟନ୍ତ କେତେକ ଜିଲ୍ଲାକୁ ଚେତାବନୀ
ଭୁବନେଶ୍ୱର, ୫ ସେପ୍ଟେମ୍ବର (ହି.ସ.)- ଭୀଷଣ ବର୍ଷା ସମ୍ଭାବନା ନେଇ ଆସନ୍ତା ୯ ତାରିଖ ସକାଳ ଠାରୁ ୧୨ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ଭୀଷଣ ବର୍ଷା ସମ୍ଭାବନା ନେଇ ୯ ତାରିଖ ସକାଳ ଠାରୁ ୧୦ ତାରିଖ ସକାଳ ପର୍ଯ୍ୟନ୍ତ ୨ ଜିଲ୍ଲା(ବାଲେଶ୍ୱର, ମୟୂରଭଞ୍ଜ)କୁ
୧୧ ତାରିଖ ସକାଳ ଠାରୁ ୧୨ ତାରିଖ ସକାଳ ପର୍ଯ୍ୟନ୍ତ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


୧୦ ତାରିଖ ସକାଳ ଠାରୁ ୧୧ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲା (କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର)କୁ ୟେଲୋ ୱାର୍ଣ୍ଣିଂ


ଭୀଷଣ ବର୍ଷା ସମ୍ଭାବନା ନେଇ ୯ ତାରିଖ ସକାଳ ଠାରୁ ୧୦ ତାରିଖ ସକାଳ ପର୍ଯ୍ୟନ୍ତ ୨ ଜିଲ୍ଲା(ବାଲେଶ୍ୱର, ମୟୂରଭଞ୍ଜ)କୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୫ ସେପ୍ଟେମ୍ବର (ହି.ସ.)- ଭୀଷଣ ବର୍ଷା ସମ୍ଭାବନା ନେଇ ଆସନ୍ତା ୯ ତାରିଖ ସକାଳ ଠାରୁ ୧୨ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି ।

ଭୀଷଣ ବର୍ଷା ସମ୍ଭାବନା ନେଇ ୯ ତାରିଖ ସକାଳ ଠାରୁ ୧୦ ତାରିଖ ସକାଳ ପର୍ଯ୍ୟନ୍ତ ୨ ଜିଲ୍ଲା(ବାଲେଶ୍ୱର, ମୟୂରଭଞ୍ଜ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୦ ତାରିଖ ସକାଳ ଠାରୁ ୧୧ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲା (କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ୧୧ ତାରିଖ ସକାଳ ଠାରୁ ୧୨ ତାରିଖ ସକାଳ ପର୍ଯ୍ୟନ୍ତ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande